ଜଗତସିଂହପୁର, ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ୍ ଅନ୍ତର୍ଗତ ଶିଆଳି ବାମତରା ବେଳାଭୂମିରୁ ୨୦ ଫୁଟ୍ ଲମ୍ବର ଏକ ସାର୍କ ମାଛର ମୃତଦେହ ଉଦ୍ଧାର ହୋଇଛି । ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ମତ୍ସ୍ୟ ବିଭାଗ ଓ ବନ ବିଭାଗର ଟିମ୍ ଘଟଣାସ୍ଥଳରେ ପହଂଚି ସାର୍କ ମୃତ୍ୟୁର କାରଣ ସମ୍ପର୍କରେ ଅନୁଧ୍ୟାନ କରୁଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO