ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୬୬୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୨,୩୦୧ ହୋଇଛି ।