ବଲାଙ୍ଗିର, ଗତ ୪ ତାରିଖ ଖୁଟୁଲୁମୁଣ୍ଡା ଗ୍ରାମରେ ସଶସ୍ତ୍ର ଡ଼କାୟତି ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ଘଟଣାରେ ଜଡ଼ିତ ଅନ୍ୟ ୬ ଜଣ ଫେରାର୍ ଥିବା ଜଣାପଡିଛି । ଫେରାର୍ ଅଭିଯୁକ୍ତ ମାନଙ୍କୁ ଗିରଫ କରିବା ପାଇଁ ପୋଲିସ ପକ୍ଷରୁ ଉଦ୍ୟମ ଜାରୀ ରହିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO