
ହାଇଦ୍ରାବାଦ ,ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୮୦୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୭୫୪ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୨୬ କରୋନାର ନୂଆ ମାମଲା
ଦିଲ୍ଲୀ, , ଦିଲ୍ଲୀରେ ଗତ ୨୪ ଘଂଟାରେ ୨୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୪ ହୋଇ ଯାଇଛି ।