
ପାଣଜୀ , ଗୋଆରେ ଗତ ୨୪ ଘଂଟାରେ ୯୭ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୭୨ ହୋଇଛି ।
ମିଜୋରାମରେ ଗତ ୨୪ ଘଂଟାରେ ୯୩୮ କରୋନାର ନୂଆ ମାମଲା
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୯୩୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୫,୦୦୬ ହୋଇଛି