ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି ବାୟୁସେନା ଦିବସ ଅବସରରେ ବାୟୁ ସେନାର ଯବାନ ଓ ସେମାନଙ୍କର ପରିବାର ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଆହୁରି ମଧ୍ୟ ସେ ଏହି ଟ୍ୱିଟରେ ଉଲ୍ଲେଖ କରିଛନ୍ତି ଯେ, ଭାରତୀୟ ବାୟୁସେନା ଉତ୍ସାହ, ଅଧ୍ୟବସାୟ, ବୃତିଗତର ପ୍ରତୀକ । ଯବାନ ମାନେ ଦେଶ ପାଇଁ ଲଢ଼େଇ ଲଢ଼ନ୍ତି ଏବଂ ବିଭିନ୍ନ ଚ୍ୟାଲେଞ୍ଜ ସମୟରେ ଯବାନ ମାନଙ୍କର ମାନବକତାର ନିଦର୍ଶନ ଦେଖିବାକୁ ମିଳିଥାଏ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO