ଦିଲ୍ଲୀ, , ଦିଲ୍ଲୀରେ ଗତ ୨୪ ଘଂଟାରେ ୩୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୯ ହୋଇ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୧,୩୫୯ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧,୩୫୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୦ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୬,୩୭୯ ହୋଇଛି ।
ମିଜୋରାମରେ ଗତ ୨୪ ଘଂଟାରେ ୭୧୨ କରୋନାର ନୂଆ ମାମଲା
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୭୧୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୫,୫୦୫ ହୋଇଛି