ତିରୁବନନ୍ତପୁରମ ,କେରଳରେ ଗତ ୨୪ ଘଂଟାରେ ୯,୪୭୦ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୧୩,୧୩୨ ହୋଇ ଯାଇଛି ।
ଝାରଖଣ୍ଡରେ କରୋନାର ୯ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୯ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୮ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୩୦ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ ହୋଇ ଯାଇଛି ।