ନୂଆଦିଲ୍ଲୀ,ଡଃ. ରାମମନୋହର ଲୋହିଆଙ୍କ ପୂଣ୍ୟ ତିଥି ଅବସରରେ ଆଜି ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ ଏକ ଟ୍ୱିଟ୍ କରି ଉପରାଷ୍ଟ୍ରପତି ନିବାସରେ ତାଙ୍କ ଫଟୋ ଚିତ୍ରରେ ପୁଷ୍ପାଞ୍ଜଳି ଅର୍ପଣ କରିବା ସହ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିବା ଉଲ୍ଲେଖ କରିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO