କୈଳାଶ ଚନ୍ଦ୍ର ପଣ୍ଡା,ପୁରୀ
ପୁରୀ-କୋଣାର୍କ ଜାତୀୟରାଜପଥ ର ଖାଲକଟାପାଟଣା ଠାରେ ଅଟୋ ଓ ଟ୍ରାଭେରା ମଧ୍ୟରେ ମୁହାଁମୁହିଁ ଧକ୍କା ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି ଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତଙ୍କୁ ପୁରୀ ହାସପାତାଲ ରେ ଭର୍ତ୍ତି କରାଯାଇଛି।