ଭୁବନେଶ୍ବର, କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କ ଗାଡ଼ି ଉପରକୁ ବୋମାମାଡ଼ କରାଯିବା ଘଟଣାରେ ୩ଜଣଙ୍କୁ ପୁଲିସ ଗିରଫ କରିଛି। ଏହି ୩ ଅଭିଯୁକ୍ତଙ୍କୁ କେନ୍ଦୁଝର ପୁଲିସ ଗିରଫ କରିଛି। ପୋଲିସ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି ।