ନୂଆଦିଲ୍ଲୀ,କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମଣ୍ଡାବିୟା ଆଜି ନୂଆଦିଲ୍ଲୀ ସ୍ଥିତ ଏମ୍ସ ଯାଇ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ବୁଝିଛନ୍ତି । ସେ ନିଜେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି । ସେ ଟ୍ୱିଟ କରି ଲେଖିଛନ୍ତି, ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ନୂଆଦିଲ୍ଲୀସ୍ଥିତ ‘ଏମ୍ସ୍’ରେ ସାକ୍ଷାତ୍ କରି ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଂକ୍ରାନ୍ତରେ ବୁଝିଲି । ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛି । ଉଲ୍ଲେଖନୀୟ ଯେ ଡ ମନମୋହନ ସିଂହଙ୍କୁ ବୁଧବାର ଦିନ ଏମ୍ସରେ ଭର୍ତି କରା