ନୂଆଦିଲ୍ଲୀ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଟ୍ୱିଟର ପେଜ୍ ରେ ଏକ ଟ୍ୱିଟ୍ କରି ଉଲ୍ଲେଖ କରିଛନ୍ତି ଯେ, ନବରାତ୍ରୀର ଆଜି ପବିତ୍ର ମହାନବମୀ ଅବସରରେ ମା ସିଦ୍ଧିଦାତ୍ରୀଙ୍କ ପୂଜାର୍ଚ୍ଚନା କରାଯାଇଥାଏ । ମୋର ମାଙ୍କ ନିକଟରେ ଏତିକି ପ୍ରାର୍ଥନା, ମାଙ୍କ ଆର୍ଶିବାଦରେ ପ୍ରତ୍ୟେକଙ୍କୁ ନିଜ ନିଜ କାର୍ଯ୍ୟରେ ସିଦ୍ଧି ପ୍ରାପ୍ତ ହେଉ ।