ଭୁବନେଶ୍ୱର, ବିଜୟା ଦଶମୀ ଅବସରରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ରପ୍ରଧାନ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ ଅଧର୍ମ ଉପରେ ଧର୍ମର ବିଜୟ, ଅସତ୍ୟ ଉପରେ ସତ୍ୟର ବିଜୟର ମହା ପର୍ବ ବିଜୟ ଦଶମୀ ଓ ଦଶହରା ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦିକ ମଙ୍ଗଳକାମନା । ମା ଦୁର୍ଗା ଓ ପ୍ରଭୁ ଶ୍ରୀରାମ ଚନ୍ଦ୍ ଆପଣ ସମସ୍ତଙ୍କୁ ସୁଖ, ଶାନ୍ତି ଓ ସମୃଦ୍ଧିର ଆଶିଷ ଦିଅନ୍ତୁ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO