
ଭୁୁବନେଶ୍ୱର. ପୂର୍ବତନ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ କଲାମଙ୍କୁ ତାଙ୍କର ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ ପୂର୍ବତନ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ କଲାମଙ୍କୁ ଜୟନ୍ତୀରେ ଶ୍ରଦ୍ଧାଂଜଳି । ସେ ଭାରତର ମହାକାଶ ଓ କ୍ଷେପଣାସ୍ତ୍ର କାର୍ଯ୍ୟକ୍ରମରେ ଗୁରୁତ୍ୱପୂର୍ଣ ଯୋଗଦାନ ଦେବା ସହ ସେ ଦେଶର ଏକ ବଡ ବୈଜ୍ଞାନିକ ଥିଲେ ।