ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିବସରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଟୁଇଟ୍ କରି ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ମହାପ୍ରଭୁଙ୍କ ଆଶୀର୍ବାଦରୁ ତାଙ୍କର ଜୀବନ ନିରାମୟ ଓ ସୁଖମୟ ହେଉ ବୋଲି ପ୍ରାର୍ଥନା କରିଛନ୍ତି ।