ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିବସରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଟୁଇଟ୍ କରି ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ମହାପ୍ରଭୁଙ୍କ ଆଶୀର୍ବାଦରୁ ତାଙ୍କର ଜୀବନ ନିରାମୟ ଓ ସୁଖମୟ ହେଉ ବୋଲି ପ୍ରାର୍ଥନା କରିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO