ନୂଆଦିଲ୍ଲୀ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଟ୍ୱିଟର ପୃଷ୍ଠାରେ ଏକ ଟ୍ୱିଟ୍ କରି ଉଲ୍ଲେଖ କରିଛନ୍ତି ଯେ, ଦୈନିକ ଜାଗରଣ ଗୃପ୍ ର ଅଧ୍ୟକ୍ଷ ଯୋଗେନ୍ଦ୍ର ମୋହନ ଗୁପ୍ତାଙ୍କ ପରଲୋକରେ ମୁଁ ଅତ୍ୟନ୍ତ ଦୁଃଖିତ । ତାଙ୍କର ବିୟୋଗ କଳା, ସାହିତ୍ୟ ଓ ସାମ୍ବାଦିକତା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ଯୋଗେନ୍ଦ୍ର ମୋହନଙ୍କ ମୃତ୍ୟୁ ପାଇଁ ପ୍ରଧାନମନ୍ତ୍ରୀ ଗଭୀର ଶୋକ ବ୍ୟକ୍ତ କରିବା ସହ ତାଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO