ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୦ ହୋଇ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୧୨୧୮ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧୨୧୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୪,୮୧୪ ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୭୧୫ କରୋନାର ନୂଆ ମାମଲା
ମୁମ୍ବାଇ ,ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୭୧୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮,୬୩୧