ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୨୯୮ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୧୧୪ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୫ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୮ ହୋଇ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୧୧୯୨ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧୧୯୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୪,୫୭୦ ହୋଇଛି
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୪୮୫ କରୋନାର ନୂଆ
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୪୮୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮,୦୦୮