
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୧ହୋଇ ଯାଇଛି ।
ଉତର ପ୍ରଦେଶରେ ୧୨ କରୋନା ନୂଆ ମାମଲା
ଲକ୍ଷ୍ନୌ , ଉତର ପ୍ରଦେଶରେ ଗତ ୨୪ ଘଂଟାରେ ୧୨ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ଉତର ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୦୭ ସକ୍ରିୟ ମାମଲା ରହିଛି ।