ବାରିପଦା, ଗତକାଲି ମୁଖ୍ୟମନ୍ତ୍ରୀଙ୍କ ବାରିପଦା ଗସ୍ତ ବେଳେ କଳାପତାକା ଦେଖାଇବାରୁ ବିଜେପି କର୍ମୀଙ୍କୁ ମାଡ଼ ଘଟଣାରେ ବାରିପଦା ଟାଉନ୍ ଥାନାରେ ପୃଥକ୍ ପୃଥକ୍ ୪ଟି ମାମଲା ରୁଜ୍ଜୁ ହୋଇଛି । ଘଟଣାରେ ୨ ଜଣ ବିଜେଡ଼ି କର୍ମୀଙ୍କୁ ଗିରଫ କରିଛି ପୋଲିସ । ପୋଲିସ ପକ୍ଷରୁ ଏନେଇ ଅଧିକ ତଦନ୍ତ ଜାରୀ ରହିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO