
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୪୨୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪୪୬୧ ହୋଇଛି
ଦିଲ୍ଲୀରେ ଗତ ୨୪ ଘଂଟାରେ ୩୮ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪୦ ହୋଇ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୧୧୫୨ କରୋନାର ନୂଆ ମାମଲା
ଚେନ୍ନାଇ ,ତାମିଲନାଡୁରେ ଗତ ୨୪ ଘଂଟାରେ ୧୧୫୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୩,୫୩୧ହୋଇଛି ।