ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୦୯ ହୋଇ ଯାଇଛି ।
ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ , ମୋଟ ମୃତ୍ୟୁ ସଂଖ୍ୟା ୮୩୦୯ ହେଲା
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୦୯ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ କେନ୍ଦୁଝର ଜିଲ୍ଲାରେ ୨ ଜଣ ମୃତ୍ୟୁବରଣ କରିଥିବା ବେଳେ ଖୋର୍ଧା ଓ କଳାହାଣ୍ଡି ଜିଲ୍ଲାରେ ୧-୧ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିିଛି ।