
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୪୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୪ହୋଇ ଯାଇଛି ।
କେରଳରେ ଗତ ୨୪ ଘଂଟାରେ ୮,୯୦୯ ୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୮,୯୦୯ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮୦,୫୫୫ ହୋଇ ଯାଇଛି
ତାମିଲନାଡୁରେ ଗତ ୨୪ ଘଂଟାରେ ୩୦୬ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୩୦୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୭ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୩,୨୮୦ ହୋଇଛି