
ତିରୁବନନ୍ତପୁରମ, କେରଳରେ ଗତ ୨୪ ଘଂଟାରେ ୮,୫୩୮ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୭,୩୬୩ ହୋଇ ଯାଇଛି
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୪୧୦ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୪୧୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩,୮୯୪ ହୋଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୪୦୮ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୪୦୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ କାହାରି ମୃତ୍ୟୁ ହୋଇ ନାହିଁ । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪୨୨୭ ହୋଇଛି ।