ଭୁବନେଶ୍ୱର – ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ହରିଦାସପୁର ଗ୍ରାମ ପଂଚାୟତର ପିଇଓୁ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତୁ୍ୟ ରହସ୍ୟର ସିବିଆଇ ତଦନ୍ତ ଦାବିରେ ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆସନ୍ତା ୩୧ ତାରିଖ ପୂର୍ବାହ୍ନ ୧୦ ଘଂଟା ଠାରୁ ଦିବା ୧ ଘଂଟା ପର୍ଯ୍ୟନ୍ତ ରାଜଭବନ ସମ୍ମୁଖରେ ଧାରଣା ଦିଆଯିବା ସହ ପ୍ରତିବାଦ ସଭା ଆୟୋଜନ କରାଯିବ । କାର୍ଯ୍ୟକ୍ରମ ପରେ କଂଗ୍ରେସ ପକ୍ଷରୁ ଏକ ସ୍ମାରକ ପତ୍ର ରାଜ୍ୟପାଳଙ୍କୁ ପ୍ରଦାନ କରାଯିବ । ତଥ୍ୟ ଅନୁଧ୍ୟାନ କମିଟିର ଅଧ୍ୟକ୍ଷ ତଥା ବାରବାଟୀ-କଟକ ନିର୍ବାଚନ ମଣ୍ଡଳୀର ବିଧାୟକ ଇଂ. ମହମ୍ମଦ ମୋକିମ୍ ଏ ସଂପର୍କରେ ଜଣାଇଛନ୍ତି ।
Related Stories
November 24, 2024