ପୁରୀ, ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥି ପାଇଁ ଶ୍ରଦ୍ଧାଳୁଙ୍କ ଦର୍ଶନ ପ୍ରାୟ ୩ ଘଂଟା ବନ୍ଦ ରହିବ । ଅପରାହ୍ନ ୪ ଟାରୁ ରାତି ସାତଟା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ଏହି ଗୁପ୍ତ ନୀତି ସମ୍ପନ୍ନ ହେବ । ପାଳିଆ ସେବାୟତ ଶ୍ରୀମୁଖ ସିଂହାର କରିବେ । ବନକଲାଗି ପରେ ମହାସ୍ନାନ ନୀତି ଅନୁଷ୍ଠିତ ହେବ । ପରେ ଶ୍ରଦ୍ଧାଳୁ ମାନେ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂତ୍ରରୁ ଜଣାପଡିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO