ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୨ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୧୮ ହୋଇ ଯାଇଛି ।
ରାଜ୍ୟରେ କରୋନାରେ ଆଉ ୨ ଜଣଙ୍କର ମୃତ୍ୟୁ , ମୋଟ ମୃତ୍ୟୁ ସଂଖ୍ୟା ୮୩୧୮ ହେଲା
ଭୁବନେଶ୍ୱର,ରାଜ୍ୟରେ କରୋନାରେ ଆଉ ୨ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୧୮ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ କେନ୍ଦୁଝର ଓ ଅନୁଗୁଳ ଜିଲ୍ଲାରେ ୧-୧ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିିଛି ।