
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୪୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୩ ହୋଇ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୧,୦୯୦ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧,୦୯୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୨,୫୪୦ ହୋଇଛି
ଆସାମରେ କରୋନାର ୩୪୭ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୩୪୭ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୬୪୪ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।