![](https://indokalingtimes.com/wp-content/uploads/2020/09/corona.jpeg)
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୨୫ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା, ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରେ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।