ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୪୭୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ୧୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୮,୫୫୭ ସକ୍ରିୟ ମାମଲା ରହିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୪୨ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୪୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪୫ ହୋଇ ଯାଇଛି ।