
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧,୦୩୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୧,୮୫୦ ହୋଇଛି ।
ମିଜୋରାମରେ ଗତ ୨୪ ଘଂଟାରେ ୬୯୨ କରୋନାର ନୂଆ ମାମଲା
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୬୯୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୨୭ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୧୦୭ ହୋଇଛି
ଆସାମରେ କରୋନାର ୩୨୨ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୩୨୨ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୪୪୪ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।