ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୩୦୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ କାହାରି ମୃତ୍ୟୁ ହୋଇ ନାହିଁ । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୯୬୬ ହୋଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୧,୦୨୧ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧,୦୨୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୧,୬୮୫ ହୋଇଛି ।