![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ବଲାଙ୍ଗିର,ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ବୃଦ୍ଧି ସାଙ୍ଗକୁ ପେଟ୍ରୋଲ, ଡ଼ିଜେଲ ଓ ଗ୍ୟାସ୍ ର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ଆଜି ବିଜୁ ଜନତା ଦଳ ମହିଳା ମୋର୍ଚ୍ଚା ପକ୍ଷରୁ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି । ଗ୍ୟାସ୍ ଦରବୃଦ୍ଧି ପ୍ରତିବାଦରେ ସେମାନେ ଧାରଣା ସ୍ଥଳରେ କାଠଚୁଲା ବ୍ୟବହାର କରି ରନ୍ଧନ କରୁଥିବା ଦେଖିବାକୁ ମିଳିଛି ।