
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୨୧୨ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୩୨୭ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୨୯୨ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨୯୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ୧୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୮,୬୪୪ ସକ୍ରିୟ ମାମଲା ରହିଛି ।