ଭୁବନେଶ୍ୱର, ଭୁବନେଶ୍ୱର ଓ ଜୟପୁର ମଧ୍ୟରେ ସିଧାସଳଖ ବିମାନ ଉଡାଣର ଶୁଭାରମ୍ଭ ହୋଇଛି । ମଙ୍ଗଳବାର ଦିନ ଭର୍ଚୁୁଆଲ ମାଧ୍ୟମରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏହାର ଉଦଘାଟନ କରିଥିଲେ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ , ସାଂସଦ ଅପରାଜିତା ଷଡଙ୍ଗୀଙ୍କ ସମେତ ଇଣ୍ଡିଗୋର ବରିÂ ଅଧିକାରୀମାନେ ଭିଡିଓ କନଫରେନ୍ସି ମାଧ୍ୟମରେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ୩ ଟି ଇଣ୍ଡିଗୋ ବିମାନ ପ୍ରତି ସପ୍ତାହରେ ଭୁବନେଶ୍ୱର ଓ ଜୟପୁର ମଧ୍ୟରେ ଚଳାଚଳ କରିବ ।