
କୋଲକାତା ,ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୭୨୫ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୪୬ହୋଇ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୯୯୦ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୯୯୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୦ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୧,୩୦୯ ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୧୮୮ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧୮୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ୧୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୮,୫୧୨ ସକ୍ରିୟ ମାମଲା ରହିଛି ।