
ଭୁବନେଶ୍ୱର- ରାଜ୍ୟରେ କରୋନାରେ ଆଉ ୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୪୭ ହୋଇ ଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା, କଟକ. ପୁରୀ ଓ ଅନୁଗୁଳ ଜିଲ୍ଲାରେ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO