
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୫୦ ହୋଇ ଯାଇଛି ।
ରାଜ୍ୟରେ କରୋନାରେ ଆଉ ୩ ଜଣଙ୍କର ମୃତ୍ୟୁ , ମୋଟ ମୃତ୍ୟୁ ସଂଖ୍ୟା ୮୩୫୦ ହେଲା
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୫୦ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା, ମୟୁରଭଂଜ ଓ ନୟାଗଡ ଜିଲ୍ଲାରେ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।