ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୦,୯୨୯ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୩୯୨ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୮,୧୦,୭୮୩ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୮,୧୦,୭୮୩ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୬୧,୩୯,୬୫,୭୫୧ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା