
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଟ୍ୱିଟ୍ ରେ ଭାଇ ଦୁଜ ଅବସରରେ ସମଗ୍ର ଦେଶବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।
ଭାଇ ଦୁଜ ଅବସରରେ ସମସ୍ତଙ୍କୁ ହାର୍ଦ୍ଧିକ ଶୁଭକାମନା ଜଣାଇଲେ ଅମିତ ଶାହ
ନୂଆଦିଲ୍ଲୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏକ ଟ୍ୱିଟ୍ ରେ ସମଗ୍ର ଦେଶବାସୀଙ୍କୁ ପବିତ୍ର ଭାଇ ଦୁଜ ଅବସରରେ ହାର୍ଦ୍ଧିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।