ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୨୩୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ କାହାରି ମୃତ୍ୟୁ ହୋଇ ନାହିଁ । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୩୨୬ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୩୨ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୮ ହୋଇ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୨୧୪ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨୧୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୮୧୮୮ ସକ୍ରିୟ ମାମଲା ରହିଛି ।