ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୦,୮୫୩ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୫୨୬ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୪୪,୮୪୫ ଥିବା ବେଳେ ବର୍ତମାନ ସୁଦ୍ଧା ୪୬୦୭୯୧ ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୯,୧୯,୯୯୬ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୯,୧୯,୯୯୬ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୬୧,୪୮,୮୫,୭୪୭ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା