ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୧ ହୋଇ ଯାଇଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୬୭୦ କରୋନାର ନୂଆ ମାମଲା
କୋଲକାତା , ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୬୭୦ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦୨୯ହୋଇ ଯାଇଛି ।
ଆସାମରେ କରୋନାର ୨୩୯ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୨୩୯ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୦୩୨ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।