ନୂଆଦିଲ୍ଲୀ,ବରିଷ୍ଠ ରାଜନେତା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନିଙ୍କ ଆଜି ୯୪ତମ ଜନ୍ମ ଦିବସ । ଏହି ଉପଲକ୍ଷେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଆଡଭାନିଙ୍କ ବାସଭବନରେ ପହଂଚି ତାଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି । ଏନେଇ ଉପରାଷ୍ଟ୍ରପତି ଭବନ ପକ୍ଷରୁ ଏକ ଟ୍ୱିଟ୍ ଜାରୀ କରାଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO