ରାଂଚି, ଝାରଖଣ୍ଡରେ କରୋନାର ୨୩ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୮ ହୋଇଛି
ଦିଲ୍ଲୀରେ ଗତ ୨୪ ଘଂଟାରେ ୨୫ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪୨ ହୋଇ ଯାଇଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୬୦୩ କରୋନାର ନୂଆ ମାମଲା
କୋଲକାତା , ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୬୦୩ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୮୯୯ ହୋଇ ଯାଇଛି ।