
-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୪୨୮
ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୩୮୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୪୨୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୦୨୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୯୮୦ ରହିଛି ।