
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୫୨୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୭୮୨ ହୋଇଛି ।
କେରଳରେ ଗତ ୨୪ ଘଂଟାରେ ୬୪୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୬୪୦୯ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୧,୦୨୦ ହୋଇ ଯାଇଛି ।