
ଦିଲ୍ଲୀ,ଦିଲ୍ଲୀରେ ଗତ ୨୪ ଘଂଟାରେ ୩୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪୯ ହୋଇ ଯାଇଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୭୮୮ କରୋନାର ନୂଆ ମାମଲା
କୋଲକାତା , ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୭୮୮ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୯୧୬ହୋଇ ଯାଇଛି ।